ଠିକାଦାରଙ୍କଠାରୁ ଲାଞ୍ଚ ନେବାବେଳେ ଧରାପଡିଲେ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର - ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଖୋର୍ଦ୍ଧା ଜିଲ୍ଲା ଖୋର୍ଦ୍ଧା ବ୍ଲକର କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ନେବାବେଳେ କନିଷ୍ଠ ଯନ୍ତ୍ରୀ ସଙ୍ଗୀତା ମହାପାତ୍ରଙ୍କୁ ଧରିଛି ଭିଜିଲାନ୍ସ ଟିମ୍। ଏକ ଉନ୍ନୟନମୂଳକ କାମର ବିଲ୍ ପାସ୍ କରାଇଦେବା ପାଇଁ…