ପ୍ରସନ୍ନଙ୍କୁ ଭୁବନେଶ୍ବର ଏୟାରଲିଫ୍ଟ ଯୋଜନା

ସମ୍ବଲପୁର: ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ଯଙ୍କୁ ଭୁବନେଶ୍ବର ସ୍ଥାନାନ୍ତର ପାଇଁ ଯୋଜନା ହୋଇଛି। ତାଙ୍କୁ ଏୟାରଲିଫ୍ଟ କରିବାକୁ ଯୋଜନା ଚାଲିଥିବା ନେଇ ସଂପର୍କୀୟଙ୍କ ସୂତ୍ରରୁ ଜଣାପଡିଛି। ଗତକାଲି ରାତିରେ ଶ୍ରୀ ଆଚାର୍ଯ୍ଯ ଭୁବନେଶ୍ବରରୁ…

ଆଜିଠୁ ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର - କାଳବୈଶାଖୀ ବର୍ଷାପବନ ଯୋଗୁଁ ରାଜ୍ୟର ଅଧିକାଂଶ ସ୍ଥାନରେ ତାତିରୁ ଲୋକଙ୍କୁ ଆଶ୍ୱସ୍ତି ମିଳିଛି । ତାପମାତ୍ରା ହ୍ରାସ ପାଇଛି। ଏଣେ ଆଜିଠୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।…

ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ

ଭୁବନେଶ୍ୱର - ଆଜିଠାରୁ ଆରମ୍ଭ ହେଉଛି ହେବ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ । ମଧ୍ୟମା ଓ ଷ୍ଟେଟ୍ ଓପନ ସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ଖାତା ଦେଖା ମଧ୍ୟ ଆଜିଠୁ ଆରମ୍ଭ ହେବ । ଖାତା ମୂଲ୍ୟାୟନ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ( ବୋର୍ଡ ) ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ୫୪ଟି…