ପାଞ୍ଚ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ବର - ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶା‌ରେ ପ୍ରବଳ ବର୍ଷା ହେବ। ଆଜି ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଝାରସୁଗୁଡ଼ା, ସୁନ୍ଦରଗଡ଼,…