ମହାରାଷ୍ଟ୍ର ସଙ୍କଟ: ସିନ୍ଦେ ଗୋଷ୍ଠୀର ପିଟିସନ ଉପରେ ମହାରାଷ୍ଟ୍ର ଉପବାଚସ୍ପତିଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍

ନୂଆଦିଲ୍ଲୀ:ଏକନାଥ ସିନ୍ଦେ ଏବଂ ଅନ୍ୟ ବିଦ୍ରୋହୀ ବିଧାୟକଙ୍କ ପିଟିସନ ଉପରେ ସୁପ୍ରିମକୋର୍ଟ ସୋମବାର ମହାରାଷ୍ଟ୍ର ବିଧାନସଭାର ଉପବାଚସ୍ପତି ନରହରି ଜିରଓ୍ବାଲ, ଶିବସେନା ସରକାରୀ ମୁଖ୍ୟ ସଚେତକ ସୁନୀଲ ପ୍ରଭୁ ଓ ନୂଆ ବିଧାୟକ ଦଳର ନେତା ଅଜୟ ଚୌଧୁରୀଙ୍କୁ ନୋଟିସ ଜାରି କରିଛନ୍ତି । ପାଞ୍ଚ…