ଲାଞ୍ଚ ନେବାବେଳେ ଭିଜିଲାନସ ହାତରେ ଧରାପଡିଲେ ବିଇଓ ମୁଖ୍ୟ କିରାଣୀ

ଭୁବନେଶ୍ୱର - ଭିଜିଲାନ୍ସ ଜାଲରେ ପଡିଲେ କଳାହାଣ୍ଡି ଜିଲ୍ଲା କଳମପୁର ବ୍ଳକ ଶିକ୍ଷା ବିଭାଗର ମୁଖ୍ଯ କିରାଣି ଯୁଧିଷ୍ଠିର ହରିଜନ । ୧୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଭବାନୀପାଟଣା ଭିଜିଲାନ୍ସ ବିଭାଗ ଧରିଛି । ଅବସରପ୍ରାପ୍ତ ଶିକ୍ଷକଙ୍କ ଜିପିଏଫ ଟଙ୍କା କରାଇଦେବା ପାଇଁ ଲାଞ୍ଚ…

ଆରପାରିରେ ଅଭିନେତା ରାଇମୋହନ

ଭୁବନେଶ୍ୱର - ଓଡ଼ିଆ ଚଳଚ୍ଚିତ୍ର ଓ ଯାତ୍ରା ଜଗତର ଖ୍ୟାତନାମା ଅଭିନେତା ରାଇମୋହନ ପରିଡା ଆଉ ନାହାନ୍ତି । ସେ ଆତ୍ମହତ୍ୟା କରିଛନ୍ତି । ତାଙ୍କ ମୃତ୍ୟୁରେ ଓଲିଉଡ ଓ ଯାତ୍ରା ଜଗତକୁ ଶକ୍ତ ଝଟକା ଲାଗିଛି । ପାରିବାରିକ କଳହରୁ ସେ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଇଥିବା କୁହାଯାଉଛି । ଆସୁଛି…

ରାଷ୍ଟ୍ରପତି ନିର୍ବାଚନ: ନାମାଙ୍କନପତ୍ର ଦାଖଲ କଲେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏର ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆଜି ନାମାଙ୍କନପତ୍ର ଦାଖଲ କରିଛନ୍ତି। ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନପତ୍ର ଦାଖଲ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସହ ବିଜେପି…