ରାଜ୍ୟରେ ଆଉ ୪୬ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର - ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୭ ଜଣ ସଙ୍ଗରୋଧ କେନ୍ଦ୍ର ଓ ୧୯ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୭ଟି ଜିଲ୍ଲାରୁ…