କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ୧୨,୮୯୯ ନୂଆ ମାମଲା, ସକ୍ରିୟ ରୋଗୀ ସଂଖ୍ୟା ୭୦ ହଜାର ଉପରେ

ନୂଆଦିଲ୍ଲୀ: ଭାରତରେ ଦିନକରେ କୋଭିଡ-୧୯ର ୧୨,୮୯୯ ନୂଆ ମାମଲା ରିପୋର୍ଟ ହୋଇଛି । ନୂଆ ମାମଲାକୁ ମିଶାଇ ଦେଶରେ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୩୨,୯୬,୬୯୨ କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୭୨,୪୭୪ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସଦ୍ୟତମ ତଥ୍ୟ…