ଦାରିଙ୍ଗବାଡ଼ି: ଗାଡ଼ି ଓଲଟି ୫୦ରୁ ଊର୍ଦ୍ଧ୍ବ ଆହତ, ୧୦ରୁ ଅଧିକ ଗୁରୁତର

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଠାରେ ଶନିବାର ମଧ୍ୟାହ୍ନରେ ଏକ ଗାଡ଼ି ଓଲଟି ୫୦ରୁ ଊର୍ଦ୍ଧ୍ବ ଲୋକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରାୟ ୧୦ରୁ ଅଧିକ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଏମାନେ ସମସ୍ତେ…