କରୋନା ଅପଡେଟ୍: ଦୈନିକ ସଂକ୍ରମଣ ୧୦ ହଜାର ପାର୍, ଗତ ୨୪ ଘଣ୍ଟାରେ ୧୨,୨୧୩ ନୂଆ ମାମଲା

ନୂଆଦିଲ୍ଲୀ: ଚତୁର୍ଥ ଲହର ଭୟ ମଧ୍ୟରେ ଭାରତରେ ନୂଆ କରୋନା ମାମଲା ବଢ଼ିବାରେ ଲାଗିଛି । ଦେଶରେ ଦୈନିକ ସଂକ୍ରମଣ ୧୦ ହଜାର ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨,୨୧୩ ନୂଆ ମାମଲା ରିପୋର୍ଟ ହୋଇଛି, ଯାହା ଗତକାଲି ତୁଳନାରେ ୩୬% ଅଧିକ। ତିନି ମାସ ମଧ୍ୟରେ ଏହା ସର୍ବାଧିକ । ସକ୍ରିୟ ମାମଲା…

ଶ୍ରୀକ୍ଷେତ୍ରରେ ଚତୁର୍ଦ୍ଧା ବିଗ୍ରହଙ୍କ ଅଣସର ଲୀଳା

ଲେଖକ: ଗୁରୁ ଚରଣ ଦାସ ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜ୍ବରରେ ପ୍ରପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏଣୁ ଏହି କାଳକୁ ଅଣସର ବା ଅନବସର ଲୀଳା କୁହାଯାଏ । ଦେବସ୍ନାନ…

ରାଜ୍ୟରେ ବଢୁଛି କୋରୋନା ମାମଲା ? ୪୧ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର - ରାଜ୍ୟରେ ୪୧ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪ ଜଣ ଅଛନ୍ତି । ସଙ୍ଗରୋଧରୁ ୨୪ ଓ ସ୍ଥାନୀୟ ଅଞ୍ଚଳରୁ ୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨, କଟକରୁ ୫, ସମ୍ବଲପୁରରୁ ୨, ସୁନ୍ଦରଗଡରୁ ୨,…

ରାଜ୍ୟରେ ପ୍ରାକ ମୌସୁମୀ ବର୍ଷା ଆରମ୍ଭ

ଭୁବନେଶ୍ବର - ଓଡ଼ିଶାରେ ଆରମ୍ଭ ହୋଇଛି ପ୍ରାକ୍‌-ମୌସୁମୀ ବର୍ଷା। ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାରେ ଗତକାଲି ପ୍ରଥମେ ପ୍ରାକ୍ ମୌସୁମୀ ବର୍ଷା ହୋଇଛି। ପ୍ରାକ୍‌-ମୌସୁମୀ ସକ୍ରିୟ ରହିଥିବାରୁ ରାତି ସୁଦ୍ଧା ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ…