ରାଉରକେଲାରେ ବିଭିନ୍ନ ଥାନା ଅଞ୍ଚଳରେ ଧାର୍ମିକ ଶୋଭାଯାତ୍ରା ଉପରେ କଟକଣା

ରାଉରକେଲା - ନୁପୁର ଶର୍ମାଙ୍କ ମନ୍ତବ୍ୟକୁ ନେଇ ଦେଶର ବିଭିନ୍ନ ସ୍ଥାନରେ ଉତ୍ତେଜନା ଦେଖାଦେଇଥିବା ବେଳେ ରାଉରକେଲା ସହରରେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ବିଭିନ୍ନ ଥାନା ଅଞ୍ଚଳରେ ଧାର୍ମିକ ଶୋଭାଯାତ୍ରା ଏବଂ ବୈଠକ ଉପରେ ୧୪୪ ଧାରା ଜାରି କରାଯାଇଛି। ପାନପୋଷ ଉପଜିଲ୍ଲାପାଳଙ୍କ ଆଦେଶ କ୍ରମେ…