ଆବୁଧାବି ଓଡ଼ିଆ ସମାଜ ପକ୍ଷରୁ ଉତ୍କଳ ଦିବସ ପାଳନ
ଆବୁଧାବି : ଓଡ଼ିଆ ସମାଜ ଆବୁଧାବି (ଓସା) ତରଫରୁ ପ୍ରବଳ ଆନନ୍ଦ, ଉଲ୍ଲାସ ଓ ଉତ୍କଣ୍ଠା ମଧ୍ୟରେ ଉତ୍କଳ ଦିବସ ପାଳନ କରାଯାଇଛି । ଉତ୍କର୍ଷ-୨୦୨୨ ଶୀର୍ଷକ ‘ଓସା’ର ଏହି ବାର୍ଷିକ ଉତ୍ସବ ବିଶାଳ ଆରବ ସାଗରର ସମ୍ମୁଖସ୍ଥ ସୁନ୍ଦର, ସୁରମ୍ୟ ଓ ସୁଶୋଭିତ ଆବୁଧାବି ଥିଏଟର୍ଠାରେ ଅନୁଷ୍ଠିତ ହୋଇଥିଲା ।…