ନବ ନିର୍ବାଚିତ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ନବ ନିର୍ବାଚିତ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ବାଚସ୍ପତି ଭାବେ ଶ୍ରୀଯୁକ୍ତ ଆରୁଖ ଗୃହର ଗରିମା ଅକ୍ଷୁର୍ଣ୍ଣ ରଖି ସାମ୍ବିଧାନିକ ପଦ, ମର୍ଯ୍ୟାଦା ପ୍ରତି ସମ୍ମାନ ପୂର୍ବକ ଉତ୍ତମ ଗୃହ ପରିଚାଳନା…