ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍‌, ୬ ଗୁରୁତର

ବରଗଡ଼: ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍‌ । ଏହି ଦୁର୍ଘଟଣାରେ ୬ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବରଗଡ଼ ଜିଲ୍ଲା ପଦ୍ମପୁର ପାଟଣାଗଡ଼ା ରାସ୍ତା ସୁଲିଆ ଗାଁ ନିକଟରେ ଘଟିଛି ଦୁର୍ଘଟଣା । ଖବର ଅନୁଯାୟୀ, ଛତିଶଗଡ଼…