ଆଘାତ ଯୋଗୁଁ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜରୁ ରାହୁଲ ବାଦ୍, ପନ୍ତ ନେବେ ନେତୃତ୍ବ

ନୂଆଦିଲ୍ଲୀ:କାଲିଠାରୁ ଆରମ୍ଭ ହେଉଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆକୁ ବଡ଼ ଝଟକା ଲାଗିଛି । ଆଘାତ ଯୋଗୁଁ ଅଧିନାୟକ କେଏଲ୍ ରାହୁଲ ସିରିଜରୁ ବାଦ୍ ପଡିଛନ୍ତି । ରାହୁଲଙ୍କ ସ୍ଥାନରେ ରିଷଭ ପନ୍ତ କ୍ୟାପଟେନ ଦାୟିତ୍ବ ତୁଲାଇବେ ବୋଲି…

ଥୋମାସ କପ୍ ବିଜୟୀ ଦଳକୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଥୋମାସ କପ୍ ବିଜୟୀ ଭାରତୀୟ ବ୍ୟାଡମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କରିଛନ୍ତି । ଆଜି ଲୋକସେବା ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ଥୋମାସ କପ୍ ବିଜୟୀ ଭାରତୀୟ ଦଳର ପ୍ରତ୍ୟେକ ସଦସ୍ୟଙ୍କ ସହ ଜାତୀୟ ବ୍ୟାଡମିଣ୍ଟନ କୋଚ୍ ପୁଲେଲା…

ଧାନ ସମେତ ୧୭ଟି ଫସଲର ଏମଏସପି ବୃଦ୍ଧି

ନୂଆଦିଲ୍ଲୀ: କେନ୍ଦ୍ର ସରକାର ୧୭ଟି ଫସଲ ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସପି) ବୃଦ୍ଧି କରିଛନ୍ତି | ଖରିଫ ଫସଲର ଏମଏସପି ବୃଦ୍ଧି ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମଞ୍ଜୁରି ମିଳିଛ। କେନ୍ଦ୍ର ସୂଚନା ଓ ପ୍ରସାରଣ…