ଆଜିଠାରୁ ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ,୫ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର - ଆଜିଠୁ ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସମ୍ଭାବନା ରହିଛି । ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୦ ତାରିଖ ଯାଏଁ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି । ଆଜି ମଧ୍ୟାହ୍ନ ସୁଦ୍ଧା ବରଗଡ, ସୋନପୁର, ବୌଦ୍ଧ,…

ଥୋମାସ କପ୍ ବିଜୟୀ ଭାରତୀୟ ଦଳକୁ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର -ଥୋମାସ କପ ବିଜୟୀ ଭାରତୀୟ ଦଳକୁ ସମ୍ବର୍ଦ୍ଧିତ କରିବ ଓଡ଼ିଶା । ୧୪ ଥର ଥୋମାସ କପ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଛି ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଦଳ । ଏଥିଲାଗି କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଲୋକସେବା ଭବନ ଠାରେ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ…