ବଢ଼ୁଛି ନୁପୂର ଶର୍ମାଙ୍କ ଅଡ଼ୁଆ, ପ୍ରଫେଟ୍ ମହମ୍ମଦ ବିରୋଧୀ ମନ୍ତବ୍ୟ ନେଇ ସମନ କଲା ମହାରାଷ୍ଟ୍ର ପୋଲିସ

ନୂଆଦିଲ୍ଲୀ: ପ୍ରଫେଟ୍ ମହମ୍ମଦଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ନେଇ ନିଲମ୍ବିତ ବିଜେପି ମୁଖପାତ୍ର ନୁପୂର ଶର୍ମାଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି । ଦଳରୁ ନିଲମ୍ବିତ ହେବା ପରେ ଏବେ ତାଙ୍କ ବିରୋଧରେ ଦେଶର ବିଭିନ୍ନ ସ୍ଥାନରେ ମାମଲା ରୁଜୁ ହୋଇଛି । ପ୍ରଫେଟ୍ ମହମ୍ମଦଙ୍କ ବିରୋଧରେ ମନ୍ତବ୍ୟ ନେଇ…