ନବୀନ ମନ୍ତ୍ରିମଣ୍ଡଳର ନବକଳେବର, ୧୩ ଜଣ କ୍ୟାବିନେଟ ମନ୍ତ୍ରୀ ଓ ୮ ରାଷ୍ଟ୍ରମନ୍ତ୍ରୀ ଶପଥ ନେଲେ

ଭୁବନେଶ୍ୱର: ନବୀନ ସରକାରଙ୍କ ମନ୍ତ୍ରିମଣ୍ଡଳର ନବକଳେବର ହୋଇଛି । ପଞ୍ଚମ ପାଳିରେ ପ୍ରଥମ ଥର ପାଇଁ ନବୀନ ତାଙ୍କ ମନ୍ତ୍ରିମଣ୍ଡଳର ପୁନର୍ଗଠନ କରିଛନ୍ତି। ନିଜ ଟିମର ଆମୂଳଚୁଳ ପରିବର୍ତ୍ତନ କରିଛନ୍ତି ମୁଖ୍ୟମନ୍ତ୍ରୀ । ରବିବାର ଲୋକସେବା ଭବନର କନଭେନସନ ହଲରେ ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳ ଶପଥ…