କାଲି ବ୍ରଜରାଜନଗର ଉପନିର୍ବାଚନର ଭୋଟ ଗଣତି

ଝାରସୁଗୁଡ଼ା - ଆସନ୍ତାକାଲି ବ୍ରଜରାଜନଗର ଉପନିର୍ବାଚନର ଭୋଟ ଗଣତି ହେବ। ଝାରସୁଗୁଡା ଇଞ୍ଜିନିୟରିଂ ସ୍କୁଲରେ ଭୋଟ ଗଣତି ହେବ। ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସକାଳ ୮ଟାରୁ ଭୋଟ ଗଣତି ହେବ। ଏଥିପାଇଁ ୧୪ଟି ଟେବୁଲ କରାଯାଇଛି। ୨୦ ରାଉଣ୍ଡ ଗଣତି ହେବ। ଜଣେ ଲେଖାଏଁ କାଉଣ୍ଟିଂ…

କରୋନା ଅପଡେଟ୍: ପୁଣି ବଢ଼ିଲା ସଂକ୍ରମଣ, ଦିନକରେ ୩,୭୧୨ ନୂଆ ମାମଲା

ନୂଆଦିଲ୍ଲୀ: ଭାରତରେ ପୁଣି କରୋନା ମାମଲା ବଢ଼ିଛି । ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ମାମଲାରେ ବଡ଼ ବୃଦ୍ଧି ଘଟିଛି। ସରକାରୀ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ୩,୭୧୨ ନୂଆ ମାମଲା ରିପୋର୍ଟ ହୋଇଛି। ଦୈନିକ ସଂକ୍ରମଣରେ ୩୫.୨ ପ୍ରତିଶତ ବୃଦ୍ଧି ରେକର୍ଡ କରାଯାଇଛି । ଅନ୍ୟପକ୍ଷରେ ଦେଶରେ ସକ୍ରିୟ…