ଏସିଆ କପ୍ ହକି: ଜାପାନକୁ ହରାଇ ବ୍ରୋଞ୍ଜ ଜିତିଲା ଭାରତ

ନୂଆଦିଲ୍ଲୀ: ଇଣ୍ଡୋନେସିଆର ଜାକର୍ତ୍ତାରେ ଚାଲିଥିବା ଏସିଆ କପ୍ ହକିରେ ଭାରତୀୟ ପୁରୁଷ ହକି ଦଳ ବ୍ରୋଞ୍ଜ ପଦକ ସହ ନିଜ ଅଭିଯାନ ଶେଷ କରିଛି। ବୁଧବାର ଅନୁଷ୍ଠିତ ବ୍ରୋଞ୍ଜ ପଦକ ମ୍ୟାଚରେ ଭାରତ ୧-୦ ଗୋଲରେ ଜାପାନକୁ ପରାସ୍ତ କରିଥିଲା। ଭାରତ ପକ୍ଷରୁ ରାଜକୁମାର ପାଲ ଏକମାତ୍ର ଗୋଲ୍ ଦେଇଥିଲେ ।…