ସତ୍ୟେନ୍ଦ୍ର ଜୈନଙ୍କୁ ମିଥ୍ୟା ମାମଲାରେ ଫସାଇ ଦିଆଯାଇଛି: କେଜ୍ରିୱାଲ
ନୂଆଦିଲ୍ଲୀ: ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଗିରଫ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଶେଷରେ ମୁହଁ ଖୋଲିଛନ୍ତି । ଜୈନଙ୍କୁ ମିଥ୍ୟା ମାମଲାରେ ଫସାଇ ଦିଆଯାଇଛି । ଏହି ମାମଲା ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ସେ ଅଭିଯୋଗ କରିଛନ୍ତି । ଆମର ସରକାର ସଂପୂର୍ଣ୍ଣ…