ଗୀତା ମାହାତ୍ମ୍ୟ: ଯୁକ୍ତାହାରବିହାରସ୍ୟ ଯୁକ୍ତଚେଷ୍ଟସ୍ୟ କର୍ମସୁ। ଯୁକ୍ତସ୍ୱପ୍ନାବବୋଧସ୍ୟ ଯୋଗୋ ଭଵତି ଦୁଃଖହା।।

ଗୀତା ଉପଦେଶ ( ଆତ୍ମସଂଯମ ଯୋଗ ): ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଷଷ୍ଠମଅଧ୍ୟାୟ ରେ ଆତ୍ମସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : - ଯୁକ୍ତାହାରବିହାରସ୍ୟ ଯୁକ୍ତଚେଷ୍ଟସ୍ୟ କର୍ମସୁ। ଯୁକ୍ତସ୍ୱପ୍ନାବବୋଧସ୍ୟ ଯୋଗୋ ଭଵତି ଦୁଃଖହା।। ହେ ଅର୍ଜ୍ଜୁନ ! ଏହି ଦୁଃଖ…