ପଞ୍ଜାବୀ ଗାୟକ ଓ କଂଗ୍ରେସ ନେତା ସିଦ୍ଧୁ ମୁସେୱାଲାଙ୍କୁ ଗୁଳିକରି ହତ୍ୟା

ଚଣ୍ଡିଗଡ଼: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ସୂଚନାନୁସାରେ, ମାନସର୍ ଜବାହରପୁର ଗାଁରେ ତାଙ୍କ ଉପରକୁ କିଛି ଅଜ୍ଞାତ ବ୍ୟକ୍ତି ଗୁଳିମାଡ଼ କରିଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ତାଙ୍କର ମୃତ୍ୟୁ…