ଦନ୍ତାହାତୀ ଶିକାର ଓ ଦାନ୍ତ ଲୁଟ ଘଟଣାରେ ଉତ୍ତେଜନା, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ ଅଡି ବସିଲେ ଗାଁଲୋକ

ବୌଦ୍ଧ: ଦନ୍ତାହାତୀ ଶିକାର ଓ ଦାନ୍ତ ଲୁଟ ଘଟଣାକୁ ନେଇ ଗ୍ରାମବାସୀଙ୍କ ତୀବ୍ର ଉତ୍ତେଜନା । ଗତ କିଛି ଦିନ ମଧ୍ୟରେ ବୌଦ୍ଧ ଜିଲ୍ଲାରେ ହାତୀ ଶିକାର ବୃଦ୍ଧି ପାଇବାରେ ଲାଗିଛି । ଏହି ଘଟଣାରେ ତିନି ବନ କର୍ମଚାରୀଙ୍କୁ ଜଙ୍ଗଲ ବିଭାଗ ନିଲମ୍ବନ କରିବା ସହ ଦୁଇ ଜଣଙ୍କୁ ଅଟକ ରଖିଛି । ଯାହାକୁ…

ଆଗୁଆ କେରଳ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ: ପ୍ରବଳ ଗ୍ରୀଷ୍ମପ୍ରବାହ ମଧ୍ୟରେ ଆଶ୍ବସ୍ତିକର ଖବର ଆସିଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରବିବାର କେରଳ ଛୁଇଁଛି । ଏହାର ପ୍ରଭାବରେ କେରଳର ଅନେକ ସ୍ଥାନରେ ବର୍ଷା ହୋଇଛି। ଧାର୍ଯ୍ୟ ସମୟରୁ ତିନି ଦିନ ପୂର୍ବରୁ ମୌସୁମୀ କେରଳ ଛୁଇଁଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ଦକ୍ଷିଣ…

ରାଜ୍ୟସଭା ନିର୍ବାଚନ ଓ ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର- ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ମାନସ ରଞ୍ଜନ ମଙ୍ଗରାଜ , ବିଜେଡି ମୁଖପାତ୍ର ସୁଲତା ଦେଓ, ଡକ୍ଟର ସସ୍ମିତ ପାତ୍ର ଓ ଆଦିବାସୀ ନେତା ନିରଞ୍ଜନ ବିଶିଙ୍କୁ ପ୍ରାର୍ଥୀ ଭାବେ…

ପ୍ରଫେଟ୍ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ, ବିଜେପି ମୁଖପାତ୍ର ନୁପୂର ଶର୍ମାଙ୍କ ବିରୋଧରେ ମାମଲା ରୁଜୁ

ମୁମ୍ବାଇ:ପ୍ରଫେଟ୍ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ପାଇଁ ବିଜେପିର ଜାତୀୟ ମୁଖପାତ୍ର ନୁପୂର ଶର୍ମାଙ୍କ ବିରୋଧରେ ମୁମ୍ବାଇ ପୋଲିସ ମାମଲା ରୁଜୁ କରିଛି। ଏକ ନ୍ୟୁଜ୍ ଚ୍ୟାନେଲ କାର୍ଯ୍ୟକ୍ରମରେ ପ୍ରଫେଟ୍ ମହମ୍ମଦଙ୍କ ଉପରେ ଆପତ୍ତିଜନକ ଟିପ୍ପଣୀ କରିଥିଲେ ନୁପୂର । ଧାର୍ମିକ ଭାବନାକୁ ଆଘାତ…