ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ନୂଆ ମଡେଲ ଦେଇଛି ମୋ ସରକାର : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ମୋ ସରକାର ଏକ ନୂଆ ମଡେଲ ଦେଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି ମୋ ସରକାର ଉପକ୍ରମ ସଂପର୍କରେ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି । ବୈଠକରେ ସମସ୍ତ ବିଭାଗ ଏହି…