ପୋଲିସକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ଦେହଜୀବୀଙ୍କୁ ସମ୍ମାନର ସହ ବ୍ୟବହାର କର

ନୂଆଦିଲ୍ଲୀ: ଏକ ଗୁରୁତ୍ୱପୂର୍ଣ୍ଣ ରାୟ କ୍ରମେ ସୁପ୍ରିମକୋର୍ଟ ବେଶ୍ୟାବୃତ୍ତି ଆଇନ ସମ୍ମତ ବୋଲି କହିଛନ୍ତି । ଦେହଜୀବୀଙ୍କ ପ୍ରତି ସମ୍ମାନର ସହ ବ୍ୟବହାର କରିବାକୁ ସୁପ୍ରିମକୋର୍ଟ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି । ସେମାନଙ୍କୁ ମୌଖିକ କିମ୍ବା…