ରୂପାନ୍ତର ଶୃଙ୍ଖଳାର ଦ୍ବିତୀୟ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଉଦବୋଧନ: ସହରାଞ୍ଚଳ ବିକାଶରେ ଗୋଷ୍ଠୀ ସହଭାଗିତାରେ କ୍ଷୀପ୍ର…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ ସରକାରଙ୍କ ରୂପାନ୍ତର ଶୃଙ୍ଖଳାର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଜିର ବୈଠକରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରମୁଖ ସଚିବ ଜି. ମାଥିଭାତନନ୍ ବିଭାଗର Transformational Initiative…