ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷିତ, ରାହୁଲ ଅଧିନାୟକ, ଉମ୍ରାନଙ୍କୁ ସୁଯୋଗ

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷ ଘରୋଇ ଟି-୨୦ ସିରିଜ ଓ ଇଂଲଣ୍ଡ ବିପକ୍ଷ ସ୍ଥଗିତ ପଞ୍ଚମ ଟେଷ୍ଟ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ଆଇପିଏଲ୍ ପରେ ଜୁନ୍ ୯ ରୁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ଖେଳାଯିବ | ଏହି ଘରୋଇ ସିରିଜ୍ ପାଇଁଜ ଅଧିନାୟକ ରୋହିତ…