ଲୁଧିଆନା କୋର୍ଟ ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ଗିରଫ

ଚଣ୍ଡିଗଡ଼: ଗତ ବର୍ଷ ଡିସେମ୍ବରରେ ଲୁଧିଆନା କୋର୍ଟ ପରିସରରେ ହୋଇଥିବା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି ଏସଟିଏଫ। ଶନିବାର ରାତିରେ ଏନ୍ଆଇଏ ସହିତ ଏସଟିଏଫ୍ ଏହି ଅପରେସନ୍ କରି ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଥିଲା। ଅଭିଯୁକ୍ତଙ୍କ ପରିଚୟ ଏପର୍ଯ୍ୟନ୍ତ ପ୍ରକାଶ କରାଯାଇ…