ଦୂର ହେବ ଲୋ-ଭୋଲ୍‌ଟେଜ ସମସ୍ୟା: ୭ଟି ବିଦ୍ୟୁତ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିଦ୍ୟୁତ ହେଉଛି ବିକାଶର ଜୀବନରେଖା। ପାଣି ପରି ବିଦ୍ୟୁତ ଆଜି ସମସ୍ତଙ୍କ ପାଇଁ ଖୁବ ଜରୁରୀ। ତେଣୁ ବିଦ୍ୟୁତ ଶକ୍ତି ଅପଚୟ ନ କରି ଏହାର ଉଚିତ ବ୍ୟବହାର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି । ଆଜି ଭିଡିଓ କନ୍ଫରେନ୍ସିଂ ଯୋଗେ ରାୟଗଡା, ନବରଂଗପୁର,…