ରାଜ୍ୟରେ ଦୁଇଟି ସୋପାନରେ ରାଜ୍ୟ ସଭା ନିର୍ବାଚନ

ଭୁବନେଶ୍ବର - ରାଜ୍ୟସଭା ନିର୍ବାଚନ ଓ ଉପନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି । ନିର୍ବାଚନ ଦୁଇଟି ସୋପାନରେ ହେବ। ରାଜ୍ୟସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟ, ଏନ୍‌.ଭାସ୍କର ରାଓ ଏବଂ ଡକ୍ଟର ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ସରିଛି। ଏହି ତିନି ଆସନରେ…

ରାଜ୍ୟକୁ ପୁଣି ଫେରୁଛି ତାତି, ୩ ଦିନରେ ତାପମାତ୍ରା ୪ ଡିଗ୍ରୀ ବଢିବା ସମ୍ଭାବନା

ଭୁବନେଶ୍ବର : ରାଜ୍ୟରେ ପାରଦ ପୁଣି ଉପରମୁହାଁ ହୋଇଛି। ଶୁକ୍ରବାର ୧୦ଟି ସହରର ତାପମାତ୍ରା ୪୦ ଡିଗ୍ରୀ ପାର କରିଥିବା ବେଳେ ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ଥିଲା । ଆସନ୍ତା ୩ ଦିନରେ ତାପମାତ୍ରା ଆହୁରି ବଢ଼ିବ। ପ୍ରାୟ ୩ରୁ ୪ ଡିଗ୍ରୀ ଯାଏ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ…

ଆଜିଠାରୁ ମାଟ୍ରିକ ପରୀକ୍ଷା ମୂଲ୍ୟାୟନ

କଟକ- ଆଜିଠୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା ମୂଲ୍ୟାୟନ। ଏନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଚଳିତ ଥର ଖାତା ଦେଖା ପାଇଁ ୪୮୧ ଜଣ ମୁଖ୍ୟ ଏଗଜାମିନରଙ୍କ ସହ ୯୦୦ ଡେପୁଟି ଏଗଜାମିନର , ୮ ହଜାର ୯୧୯ ସହକାରୀ ଏଗଜାମିନର, ୯୩୦ ସ୍କ୍ରୁଟିନାଇଜରଙ୍କୁ ବୋର୍ଡ…

କାକଟପୁର ତହସିଲଦାରଙ୍କୁ ଅଭିନବ ଦଣ୍ଡାଦେଶ ଦେଲେ ହାଇକୋର୍ଟ

କଟକ - ବେପରୁଆ ଭାବେ ଜବରଦଖଲକାରୀଙ୍କୁ ଜୋରିମାନାରେ ଦଣ୍ଡିତ କରିଥିବା ଯୋଗୁଁ କାକଟପୁର ତହସିଲଦାରଙ୍କୁ ଅଭିନବ ଦଣ୍ଡାଦେଶ ଦେଇଛନ୍ତି ହାଇକୋର୍ଟ । ତହସିଲଦାରଙ୍କୁ ୫୦ଟି ଗଛ ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କଟକ ସିଡିଏର ଯେକୌଣସି ସେକ୍ଟରରେ ରାସ୍ତାକଡ଼ରେ ସେ ଗଛ ଲଗାଇବେ।…

ଶ୍ରୀରାମ ଚରିତ ମାନସ: ବାଲ କାଣ୍ଡ

॥ ବାଲ କାଣ୍ଡ ॥ ହରି ଗୁନ ନାମ ଉପାର କଥା ରୁପ ଅଗନିତ ଅମିତ। ମୈ ନିଜମତି ଅନୁସାର କହଉଁ ଉମା ସାଦର ସୁନହୁ॥ ଭାବାର୍ଥ :- ଶ୍ରୀଶିବ କହିଲେ, ଶ୍ରୀହରିଙ୍କ ସମସ୍ତ ଗୁଣ, ମାନ ଯଶ ଓ ରୁପର କଥା ଅସୀମ ଅପାର ଆଉ ଅଗଣିତ। ତଥାପି ହେ ପାର୍ବତୀ ! ମୁଁ ନିଜ ବୁଦ୍ଧି ଅନୁସାରେ କହୁଛି, ତାହା ତୁମେ…

ଗୀତା ମାହାତ୍ମ୍ୟ: ଆରୁରୁକ୍ଷର୍ମୁନେରଯୋଗଂ କର୍ମ କାରଣମୁଚ୍ୟତେ। ଯୋଗାରୂଢସ୍ୟ ତସୈବ ଶମଃ କାରଣମୁଚ୍ୟତେ।

ଗୀତା ଉପଦେଶ ( ଆତ୍ମସଂଯମ ଯୋଗ ): ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଷଷ୍ଠମଅଧ୍ୟାୟ ରେ ଆତ୍ମସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : - ଆରୁରୁକ୍ଷର୍ମୁନେରଯୋଗଂ କର୍ମ କାରଣମୁଚ୍ୟତେ। ଯୋଗାରୂଢସ୍ୟ ତସୈବ ଶମଃ କାରଣମୁଚ୍ୟତେ। ହେ ଅର୍ଜ୍ଜୁନ ! ଯୋଗାରୂଢ ହେବାକୁ…