କାଉନସିଲରଙ୍କ ସ୍ବାମୀଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ

ସୁବର୍ଣ୍ଣପୁର : ତରଭା ଏନଏସି ୧୦ ନମ୍ବର ୱାର୍ଡର ବିଜେଡି କାଉନସିଲର ନଳିନୀ ନାଏକଙ୍କ ସ୍ବାମୀ ତଥା ଗଡ଼ଭିତର ଅଞ୍ଚଳର ସଞ୍ଜୀବ ଗୁରୁ ଓରଫ ରାଜା ( ୩୫ ) ଙ୍କୁ ଗତ ୭ ତାରିଖ ଦିନ ବିଳମ୍ବିତ ରାତିରେ ହତ୍ୟା କରାଯାଇଥିଲା । ଆଜି ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ତାଙ୍କ…