କରୋନା ଅପଡେଟ୍: ବଢୁଛି ସଂକ୍ରମଣ, ଦିନକରେ ୮,୩୨୯ ନୂଆ ମାମଲା, ସକ୍ରିୟ ରୋଗୀ ସଂଖ୍ୟା ୪୦ ହଜାର ଟପିଲା
ନୂଆଦିଲ୍ଲୀ: ଗତ ଭାରତରେ କରୋନା ଗ୍ରାଫ୍ ପୁଣି ଉପରମୁହାଁ ହେବାରେ ଲାଗିଛି । ଦୈନିକ ସଂକ୍ରମଣ ୮ ହଜାର ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଆଉ ୮,୩୨୯ ଟି ନୂଆ ମାମଲା ଆସିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଜାରି ସଦ୍ୟତମ ତଥ୍ୟ…