ରାଜ୍ୟରେ ଦୁଇଟି ସୋପାନରେ ରାଜ୍ୟ ସଭା ନିର୍ବାଚନ
ଭୁବନେଶ୍ବର - ରାଜ୍ୟସଭା ନିର୍ବାଚନ ଓ ଉପନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି । ନିର୍ବାଚନ ଦୁଇଟି ସୋପାନରେ ହେବ। ରାଜ୍ୟସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟ, ଏନ୍.ଭାସ୍କର ରାଓ ଏବଂ ଡକ୍ଟର ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ସରିଛି। ଏହି ତିନି ଆସନରେ…