କରୋନା ଅପଡେଟ୍: ଦେଶରେ ୨,୩୨୩ ନୂଆ ମାମଲା, ୨୫ ମୃତ

ନୂଆଦିଲ୍ଲୀ: ଭାରତରେ ଗତ ୨୪ ଘଣ୍ଟାରେ ୨,୩୨୩ ନୂଆ କରୋନା ମାମଲା ରିପୋର୍ଟ ହୋଇଛି । ଏଥିସହ ଦେଶରେ କୋଭିଡ୍-୧୯ର ମୋଟ ମାମଲା ୪,୩୧,୩୧,୮୨୨ କୁ ବୃଦ୍ଧି ପାଇଛି। ଦେଶରେ ସକ୍ରିୟ ମାମଲା ୧୪,୯୯୬ କୁ ହ୍ରାସ ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଦ୍ବାରା ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,…