ଆନ୍ତଃ ରାଜ୍ୟ ପରିଷଦର ଷ୍ଟାଣ୍ଡିଂ କମିଟିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ

ଭୁବନେଶ୍ୱର - ଆନ୍ତଃ ରାଜ୍ୟ ପରିଷଦର ଷ୍ଟାଣ୍ଡିଂ କମିଟିର ନୂତନ ସଦସ୍ୟଙ୍କ ନା କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏହି କମିଟିରେ ସାମିଲ କରାଯାଇଛି । କମିଟିରେ ଏହାର ଅଧ୍ୟକ୍ଷ ଅମିତ ଶାହାଙ୍କ ସମେତ 13 ଜଣ ସଦସ୍ୟ ଅଛନ୍ତି। ଗୃହ ମନ୍ତ୍ରଣାଳୟ ଶୁକ୍ରବାର…