“ଯେବେ ଏକ ବଡ଼ ଗଛ ପଡ଼େ…” ରାଜୀବ ଗାନ୍ଧୀଙ୍କ ମୃତ୍ୟୁ ବାର୍ଷିକୀରେ ଅଧୀର ରଂଜନ ଚୌଧୁରୀଙ୍କ…

ନୂଆଦିଲ୍ଲୀ: ଆଜି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ମୃତ୍ୟୁ ବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ସମସ୍ତ କଂଗ୍ରେସ ନେତା ତାଙ୍କୁ ମନେ ପକାଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଲୋକସଭାରେ କଂଗ୍ରେସ ସଂସଦୀୟ ଦଳର ନେତା ଅଧୀର ରଂଜନ ଚୌଧୁରୀ ମଧ୍ୟ…