ସୋନିଆ ଗାନ୍ଧୀଙ୍କ ବ୍ୟକ୍ତିଗତ ସଚିବଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ: କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କ ବ୍ୟକ୍ତିଗତ ସଚିବ ପିପି ମାଧବନଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ହୋଇଛି । ଜଣେ ୨୬ ବର୍ଷ ବୟସ୍କା ମହିଳାଙ୍କ ଅଭିଯୋଗ କ୍ରମେ ଦିଲ୍ଲୀ ପୋଲିସ ସୋନିଆ ଗାନ୍ଧୀଙ୍କ ବ୍ୟକ୍ତିଗତ ସଚିବ ପିପି ମାଧବନଙ୍କ ବିରୋଧରେ ବଳାତ୍କାର ମାମଲା ରୁଜୁ କରିଛି।…

ରାଜ୍ୟରେ ୧୧୩ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର -ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୩ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତୃତୀୟ ଲହର ପରେ ଏହା ସର୍ବାଧିକ ଦୈନିକ ସଂକ୍ରମଣ । ନୂଆ ସଂକ୍ରମିତଙ୍କ ମଧ୍ୟରେ ୧୫ ଜଣ ହେଉଛନ୍ତି ୧୮ ବର୍ଷରୁ କମ ବୟସ୍କ । ନୂଆ ଆକ୍ରାନ୍ତ ଙ୍କ ମଧ୍ୟରୁ ୬୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ…