ଶରତ ପଟ୍ଟନାୟକ ଓଡ଼ିଶା କଂଗ୍ରେସର ନୂଆ ମଙ୍ଗୁଆଳ

ଭୁବନେଶ୍ବର: ଶରତ ପଟ୍ଟନାୟକ ରାଜ୍ୟ ପ୍ରଦେଶ କଂଗ୍ରେସର ନୂଆ ସଭାପତି ହୋଇଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ଶରତଙ୍କୁ ପିସିସି ସଭାପତି ଭାବେ ନିଯୁକ୍ତ କରିଛନ୍ତି । ସେ ନିରଞ୍ଜନ ପଟ୍ଟନାୟକଙ୍କ ସ୍ଥାନ ନେଇଛନ୍ତି ।ନିରଞ୍ଜନ ପଟ୍ଟନାୟକଙ୍କ ଇସ୍ତଫା ସୋନିଆ ଗ୍ରହଣ କରିଛନ୍ତି। ଶରତଙ୍କ…