କାର୍‌ ଧକ୍କାରେ ସ୍ବାମୀ ଓ ସ୍ତ୍ରୀଙ୍କ ମୃତ୍ୟୁ

ବରଗଡ଼:ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ସରଣ୍ଡାପାଲିଠାରେ ଏକ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ଏକ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ପ୍ରକାଶ ଯେ, ଆଜି ବିଜେପୁର ନିକଟ କେଶେଇପାଲି ଗ୍ରାମର ଗଣେଶ ରାମ ସାହୁ ଓ ତାଙ୍କ ସ୍ତ୍ରୀ ସନ୍ତୋଷିନୀ ଏକ ମୋଟରସାଇକେଲ (ସିଜି ୧୧ଏଡି ୨୪୩୩)ରେ ପଥର୍ଲା…