ମାଛ ଧରିବା ବେଳେ ମିଳିଲା ନରକଙ୍କାଳ, ପୁଲିସର ତଦନ୍ତ ଜାରି

ବରଗଡ଼: ସୋହେଲା ଥାନା ଅଧୀନ ଗର୍ଭଣା ଗ୍ରାମର ଭଙ୍ଗା କଟା ପୋଖରୀରେ ଆଜି ମତ୍ସଜୀବୀମାନେ ମାଛ ଧରୁଥିବା ବେଳେ ଏକ ବୁଦା ମୂଳରେ ନରକଙ୍କାଳ ପଡିଥିବାର ଦେଖିବାକୁ ପାଇଥିଲେ। ଏନେଇ ସେମାନେ ସୋହେଲା ଥାନା ପୋଲିସକୁ ଖବର ଦେଇଥିଲେ। ଏହାପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି କଙ୍କାଳ ଜବତ କରିଛି। ଜବତ…