କଳିଙ୍ଗା ଘାଟିରେ ମର୍ମନ୍ତୁଦ ବସ୍ ଦୁର୍ଘଟଣା ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ: ଗଞ୍ଜାମ ଜିଲ୍ଲା ଦୁର୍ଗାପ୍ରସାଦରେ ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ୬ ଜଣ ଯାତ୍ରୀଙ୍କ ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି ‌। ସେ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି । ମୋଦି ଟ୍ବିଟ୍ କରି କରିଛନ୍ତି ଯେ, ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ…