କଂଗ୍ରେସରୁ ଇସ୍ତଫା ଦେଲେ କପିଲ ସିବଲ, ସମାଜବାଦୀ ପାର୍ଟିର ସମର୍ଥନରେ ସ୍ବାଧୀନ ପ୍ରାର୍ଥୀ ଭାବେ ରାଜ୍ୟସଭା ନିର୍ବାଚନ…

ନୂଆଦିଲ୍ଲୀ: କଂଗ୍ରେସକୁ ପୁଣି ଏକ ବଡ଼ ଝଟକା । ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ କପିଲ ସିବଲ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ସମାଜବାଦୀ ପାର୍ଟିର ସମର୍ଥନରେ ସ୍ବାଧୀନ ପ୍ରାର୍ଥୀ ଭାବେ ଆଜି ରାଜ୍ୟସଭା ନିର୍ବାଚନ ପାଇଁ ବୁଧବାର ନାମାଙ୍କନ ଦାଖଲ କରିବା ପରେ ସେ ଏହା ସ୍ପଷ୍ଟ…