ସର୍ବସମ୍ମତ ଅନୁମତି ପରେ ଆରମ୍ଭ ହୋଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ : ସ୍ପଷ୍ଟ କଲା ବିଜେଡି

ଭୁବନେଶ୍ବର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ଵାରା ପ୍ରସ୍ତୁତ ହୋଇଛି। ଏହାପରେ ଅନୁମୋଦିତ ଲୋକଙ୍କ ମତାମତ ପାଇଁ ପବ୍ଲିକ ଡୋମେନରେ ପ୍ରକଳ୍ପଟି ରଖାଯିବା ସହ ବିଧାନସଭାରେ ସର୍ବସମ୍ମତ କ୍ରମେ ପାରିତ ହୋଇଛି। ଆଉ ସର୍ବସମ୍ମତ ଅନୁମତି ପରେ ହିଁ ସବୁ…