ଆତଙ୍କବାଦୀଙ୍କ ପାଇଁ ପାଣ୍ଠି ଯୋଗାଡ ମାମଲାରେ ୟାସିନ ମଲିକଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ: ଆତଙ୍କବାଦୀଙ୍କ ପାଇଁ ପାଣ୍ଠି ଯୋଗାଡ ମାମଲାରେ କାଶ୍ମୀରର ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକଙ୍କୁ ଏକ ଏନ୍ଆଇଏ କୋର୍ଟ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହାପୂର୍ବରୁ ମେ ୧୯ ରେ କୋର୍ଟ ୟାସିନ ମଲିକଙ୍କୁ ଏହି ମାମଲାରେ ଦୋଷୀ ସାବ୍ୟସ୍ତ କରିଥିଲେ । ଆଜି ତାଙ୍କ ବିରୋଧରେ…

ଭିଜିଲାନ୍ସ ଜାଲରେ ପ୍ରକଳ୍ପ ସହାୟକ, ବିଲ୍ କରିବା ପାଇଁ ନେଉଥିଲେ ୫୦ ହଜାର ଟଙ୍କା ଲାଞ୍ଚ

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ପ୍ରକଳ୍ପ ସହାୟକ । ପୋଖରୀ ଖୋଳା କାମ ବାବଦରେ ବିଲ୍ କରିବା ପାଇଁ କନ୍ଧମାଳ ଜିଲ୍ଲାର ବାଲିଗୁଡା ଉପଖଣ୍ଡ ତୁମୁଡିବନ୍ଧ ବ୍ଲକର ପ୍ରକଳ୍ପ ସହାୟକ ନଗେନ୍ଦ୍ରନାଥ ସ୍ବାଇଁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ସୂଚନା…