ଡିକି ଭାଙ୍ଗି ୨ଲକ୍ଷ ୪୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ବଲାଙ୍ଗିର : ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ବଙ୍ଗୋମୁଣ୍ଡା ଗୋଳେଇଛକ ନିକଟରେ ସ୍ପଷ୍ଟ ଦିବାଲୋକରେରେ ଲୁଟ । ଗାଡିର ଡିକି ଖୋଲି ୨ ଲକ୍ଷ ଚାଳିଶ ହଜାର ଟଙ୍କା ଲୁଟ କରି ଫେରାର ମାରିଛନ୍ତି ଦୁର୍ବୃତ୍ତ । ବଙ୍ଗୋମୁଣ୍ଡା ଥାନା ଭାଲୁମୁଣ୍ଡା ଗାଁର ବ୍ୟବସାୟୀ ରୋସନ ମେହେର କଣ୍ଟାବାଞ୍ଜି ଏସବିଆଇ…