ନିରବଛିନ୍ନ ବିଦ୍ୟୁତ୍ ଯୋଗାଣ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର -ରାଜ୍ୟବ୍ୟାପୀ ନିରବଛିନ୍ନ ବିଦ୍ୟୁତ୍ ଯୋଗାଣ ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ପରେ ବିଦ୍ୟୁତ ବିତରଣ କମ୍ପାନୀମାନଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଖରା ତାତି ଓ ପିଲାଙ୍କ ପରୀକ୍ଷାକୁ ଦୃଷ୍ଟିରେ…