ଲଖିମପୁର ଖେରୀ ମାମଲା: ସରେଣ୍ଡର କଲେ ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ର

ଲକ୍ଷ୍ନୌ: ଲଖିମପୁର ଖେରୀରେ ଚାଷୀଙ୍କୁ ଗାଡ଼ି ମଡ଼ାଇ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ର ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟରୁ ମିଳିଥିବା ତାଙ୍କ ଜାମିନକୁ ଗତ ସପ୍ତାହରେ ସୁପ୍ରିମକୋର୍ଟ ରଦ୍ଦ କରିଦେଇଥିଲେ ଏବଂ ଏକ ସପ୍ତାହ ମଧ୍ୟରେ ସରେଣ୍ଡର କରିବାକୁ କହିଥିଲେ। ଆଶିଷ ମିଶ୍ର…