୧୪୩ଟି ସାମଗ୍ରୀ ଉପରେ ବଢ଼ିପାରେ ଜିଏସଟି ହାର, କଂଗ୍ରେସ କହିଲା ‘ବିଜେପି ଥିଲେ ସବୁ ସମ୍ଭବ’

ନୂଆଦିଲ୍ଲୀ: ୧୪୩ଟି ଆଇଟମ୍ ଉପରେ ଜିଏସଟି ସ୍ଲାବ୍ ବୃଦ୍ଧି କରିବାକୁ ଜିଏସଟି ପରିଷଦ ରାଜ୍ୟମାନଙ୍କଠାରୁ ପରାମର୍ଶ ଲୋଡିଛି। ଯଦି ଏହି ପ୍ରସ୍ତାବରେ ରାଜ୍ୟମାନଙ୍କ ମଧ୍ୟରେ ସହମତି ପ୍ରକାଶ ପାଏ, ତେବେ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ବୋଝ ଆହୁରି ବଢ଼ିବ | ଜିଏସଟି ସ୍ଲାବ୍ ବୃଦ୍ଧି ପ୍ରସ୍ତାବ ନେଇ…