ଆରସିବିକୁ ୯ ୱିକେଟରେ ହରାଇଲା ସନରାଇଜର୍ସ ହାଇଦ୍ରାବାଦ

ମୁମ୍ବାଇ: ବୋଲରଙ୍କ ଘାତକ ବୋଲିଂ ବଳରେ ସନରାଇଜର୍ସ ହାଇଦ୍ରାବାଦ ଶନିବାର ବ୍ରାବୋର୍ଣ୍ଣ ଷ୍ଟାଡିୟମରେ ଅନୁଷ୍ଠିତ ଆଇପିଏଲ ମ୍ୟାଚରେ ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)କୁ ୯ ୱିକେଟରେ ହରାଇଛି । ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ଆରସିବି ପ୍ରତିପକ୍ଷ ଦଳର ବୋଲରଙ୍କ ଆଗରେ ଆତ୍ମସମର୍ପଣ…