ହିଞ୍ଜିଳି ଓ ଶେରଗଡର ପୌର ଓ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା: ସମସ୍ତେ ମିଳିମିଶି, କଠିନ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସଂଧ୍ୟାରେ ନବୀନ ନିବାସଠାରେ ହିଞ୍ଜିଳି ଓ ଶେରଗଡ ଅଞ୍ଚଳର ପୌରାଞ୍ଚଳ ଓ ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକର ନବ ନିର୍ବାଚିତ ପ୍ରତିନିଧି ମାନଙ୍କ ସହ ଆଲୋଚନା କରିଛନ୍ତି । ଏହି ଅବସରରେ ସେ ସମସ୍ତ ପ୍ରତିନିଧି ମାନଙ୍କୁ ନିର୍ବାଚନରେ…